ଗାଲାତୀୟ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ପବିତ୍ର ଶାସ୍ତ୍ରରେ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ବ୍ୟବସ୍ଥା ଦ୍ଵାରା କେହି ଯେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ।” Viz kapitolaଓଡିଆ ବାଇବେଲ11 ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, "କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ ।'' Viz kapitolaପବିତ୍ର ବାଇବଲ (CL) NT (BSI)11 ତେଣୁ ଏଥିରୁ ସ୍ପଷ୍ଟଭାବେ ଜଣାଯାଏ, ବ୍ୟବସ୍ଥା ଦ୍ୱାରା କୌଣସି ବ୍ୟକ୍ତି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୋଇପାରେ ନାହିଁ, କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ନିର୍ଦ୍ଦୋଷ ବିବେଚିତ ହେଉଥିବା ବ୍ୟକ୍ତି ହିଁ କେବଳ ବଞ୍ôଚବ।” Viz kapitolaପବିତ୍ର ବାଇବଲ11 ଏଥିରୁ ସ୍ପଷ୍ଟ ଯେ, କୌଣସି ଲୋକ ବ୍ୟବସ୍ଥା ପାଳନ ଦ୍ୱାରା ପରମେଶ୍ୱରଙ୍କଠାରେ ଧାର୍ମିକ ବୋଲି ପ୍ରମାଣିତ ହୁଏ ନାହିଁ। କାରଣ ଶାସ୍ତ୍ର କହେ: “ବିଶ୍ୱାସକୁ ଆଧାର କରି ଧାର୍ମିକ ବ୍ୟକ୍ତି ସଦାକାଳ ପାଇଁ ଜୀବିତ ରହିବ।” Viz kapitola |