ଗାଲାତୀୟ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ବର ପ୍ରତିଜ୍ଞା ଦ୍ୱାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ଅଧିକାର ଯଦି ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ଵର ପ୍ରତିଜ୍ଞା ଦ୍ଵାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି। Viz kapitolaଓଡିଆ ବାଇବେଲ18 କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ୱର ପ୍ରତିଜ୍ଞା ଦ୍ୱାରା ଅବ୍ରାହାମଙ୍କୁ ତାହା ଦାନ କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)18 ଈଶ୍ୱରଙ୍କ ପ୍ରତିଜ୍ଞାତ ଆଶୀର୍ବାଦପ୍ରାପ୍ତି ଯଦି ବ୍ୟବସ୍ଥା ପାଳନ ଉପରେ ନିର୍ଭର କରେ, ତେବେ ତାହା ତାଙ୍କ ପ୍ରତିଜ୍ଞାର ଫଳ ବୋଲି ଆଉ କୁହାଯାଇ ପାରିବ ନାହିଁ। ତେଣୁ ଈଶ୍ୱର କେବଳ ତାଙ୍କର ପ୍ରତିଜ୍ଞାନୁଯାୟୀ ସେହି ଆଶୀର୍ବାଦ ଅବ୍ରାହାମଙ୍କୁ ପ୍ରଦାନ କଲେ। Viz kapitolaପବିତ୍ର ବାଇବଲ18 ଯଦି ଉତ୍ତରାଧିକାର “ବ୍ୟବସ୍ଥା ଆଧାରିତ” ଅଟେ, ତେବେ ତାହା ‘‘ପ୍ରତିଶୃତି ଆଧାରିତ” ହୋଇ ପାରିବ ନାହିଁ। କିନ୍ତୁ ପରମେଶ୍ୱର ଆପଣା ପ୍ରତିଶୃତି ମାଧ୍ୟମରେ ମୁକ୍ତ ଭାବରେ ଅବ୍ରହାମଙ୍କୁ ତାଙ୍କର ଆଶୀର୍ବାଦ ପ୍ରଦାନ କରିଥିଲେ। Viz kapitola |