ଗାଲାତୀୟ 3:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ। Viz kapitolaଓଡିଆ ବାଇବେଲ29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ । Viz kapitolaପବିତ୍ର ବାଇବଲ (CL) NT (BSI)29 ତୁମ୍ଭେମାନେ ମଧ୍ୟ ଅବ୍ରହାମଙ୍କ ବଂଶଧର ଏବଂ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଲାଭ କରିବ। Viz kapitolaପବିତ୍ର ବାଇବଲ29 ଯଦି ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତେବେ ସ୍ୱଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ୟ ଅଟ, ଓ ପରମେଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦେଇଥିଲେ, ସେହି ପ୍ରତିଶୃତିର ମଧ୍ୟ ତୁମ୍ଭେ ଉତ୍ତରାଧିକାରୀ ଅଟ। Viz kapitola |