ଗାଲାତୀୟ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ଈଶ୍ଵର ବିଜାତିମାନଙ୍କୁ ବିଶ୍ଵାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା,‘‘ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ”। Viz kapitolaଓଡିଆ ବାଇବେଲ8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, "ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ''। Viz kapitolaପବିତ୍ର ବାଇବଲ (CL) NT (BSI)8 ଆଦ୍ୟରୁ ଧର୍ମଶାସ୍ତ୍ରରେ ସୂଚୀତ ହୋଇଛି ଯେ, ବିଶ୍ୱାସ ଦ୍ୱାରା ଈଶ୍ୱର ଅଣଇହୁଦୀମାନଙ୍କୁ ଧାର୍ମିକ ବୋଲି ବିବେଚନା କରିବେ। “ତୁମ ଦ୍ୱାରା ଈଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବେ” ଏହି ବାର୍ତ୍ତା ପ୍ରଥମେ ଅବ୍ରହାମଙ୍କ ନିକଟରେ ପ୍ରଚାର କରାଯାଇଥିଲା। Viz kapitolaପବିତ୍ର ବାଇବଲ8 ଶାସ୍ତ୍ରଗୁଡ଼ିକ ଏହା ମଧ୍ୟ କହେ ଯେ, ଭବିଷ୍ୟତରେ କ’ଣ ହେବ? ଲେଖାଅଛି, ପରମେଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ଧାର୍ମିକ କରିବେ। ସୁସମାଗ୍ଭର ଅବ୍ରାହମଙ୍କୁ ଆଗରୁ କୁହାଯାଇଥିଲା। ଶାସ୍ତ୍ର କହେ: “ପରମେଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ୟବହାର କରିବେ।” Viz kapitola |