ଗାଲାତୀୟ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋହର ଏହି ଭୟ ହେଉଅଛି। Viz kapitolaଓଡିଆ ବାଇବେଲ11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି। Viz kapitolaପବିତ୍ର ବାଇବଲ (CL) NT (BSI)11 ମୁଁ ତୁମ୍ଭମାନଙ୍କ ପାଇଁ ବିଶେଷ ଚିନ୍ତିତ। ତୁମ୍ଭମାନଙ୍କ ପାଇଁ ମୋର ସମସ୍ତ କାର୍ଯ୍ୟ କ’ଣ ବ୍ୟର୍ଥ ହୋଇଅଛି? Viz kapitolaପବିତ୍ର ବାଇବଲ11 ତୁମ୍ଭମାନଙ୍କ ପାଇଁ ଯେଉଁସବୁ ଚେଷ୍ଟା ଓ କାମ କରିଛି, ତାହା କାଳେ ବିଫଳ ହୁଏ, ଏଥିପାଇଁ ମୁଁ ଡରୁଛି। Viz kapitola |