ଗାଲାତୀୟ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ। Viz kapitolaଓଡିଆ ବାଇବେଲ12 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋ' ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋ' ପ୍ରତି କୌଣସି ଅନ୍ୟାୟ କରି ନାହଁ । Viz kapitolaପବିତ୍ର ବାଇବଲ (CL) NT (BSI)12 ଭାଇମାନେ, ତୁମ୍ଭମାନଙ୍କୁ ନିବେଦନ କରୁଛି, ମୋ’ ପରି ହୁଅ। ମୁଁ ତୁମ୍ଭମାନଙ୍କ ପରି ହୋଇଛି ଓ ତୁମ୍ଭେମାନେ ମୋ’ ପ୍ରତି କୌଣସି ମନ୍ଦ ବ୍ୟବହାର କରି ନାହଁ। Viz kapitolaପବିତ୍ର ବାଇବଲ12 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କ ପରି ଥିଲି, ଅତଏବ ତୁମ୍ଭେମାନେ ବର୍ତ୍ତମାନ ମୋ’ ପରି ହୁଅ। Viz kapitola |