ଗାଲାତୀୟ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି Viz kapitolaପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି; Viz kapitolaଓଡିଆ ବାଇବେଲ13 କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି Viz kapitolaପବିତ୍ର ବାଇବଲ (CL) NT (BSI)13 ମୁଁ ପ୍ରଥମ ଥର କାହିଁକି ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲି, ତାହା ସ୍ମରଣ କର। ସେତେବେଳେ ମୁଁ ଅସୁସ୍ଥ ଥିବା ଯୋଗୁଁ ଏହା କରିଥିଲି। Viz kapitolaପବିତ୍ର ବାଇବଲ13 ତୁମ୍ଭେମାନେ ମୋ’ ପାଇଁ ଖୁବ୍ଭଲ ଥିଲ। ତୁମ୍ଭେମାନେ ମନେ ପକାଅ, ମୁଁ ପ୍ରଥମ ଥର ତୁମ୍ଭମାନଙ୍କ ପାଖକୁ ଆସି ଥିଲି। ଯେହେତୁ ମୁଁ ଅସୁସ୍ଥ ଥିଲି। ସେ ସମୟରେ ମୁଁ ତୁମ୍ଭମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିଥିଲି। Viz kapitola |