ଗାଲାତୀୟ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ? Viz kapitolaପବିତ୍ର ବାଇବଲ (Re-edited) - (BSI)21 ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ? Viz kapitolaଓଡିଆ ବାଇବେଲ21 ମୋଶାଙ୍କ ବ୍ୟବସ୍ଥାର ଅଧିନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ ? Viz kapitolaପବିତ୍ର ବାଇବଲ (CL) NT (BSI)21 ଯେଉଁମାନେ ବ୍ୟବସ୍ଥାର ବଶବର୍ତ୍ତୀ ହୋଇ ରହିବାକୁ ଚାହାନ୍ତି, ମୁଁ ସେମାନଙ୍କୁ ପଚାରେ, ବ୍ୟବସ୍ଥାରେ କ’ଣ ଉଲ୍ଲେଖ ଅଛି, ତାହା ତୁମ୍ଭେମାନେ ଜାଣି ନାହଁ? Viz kapitolaପବିତ୍ର ବାଇବଲ21 ଏବେ ମଧ୍ୟ ତୁମ୍ଭମାନଙ୍କ ଭିତରୁ କେତେକ ବ୍ୟବସ୍ଥା ଅଧୀନରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭେମାନେ ଜାଣ କି ବ୍ୟବସ୍ଥା କ’ଣ କୁହେ? Viz kapitola |