ଗାଲାତୀୟ 4:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ଵଭାବା-ନୁସାରେ ଜାତ ହେଲା; ମାତ୍ର ଯେ ସ୍ଵାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା। Viz kapitolaଓଡିଆ ବାଇବେଲ23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)23 କ୍ରୀତଦାସୀର ପୁତ୍ର ସ୍ୱାଭାବିକ ଭାବରେ ଜନ୍ମ ଲାଭ କରିଥିଲା। ମାତ୍ର ତାଙ୍କ ବିବାହିତା ସ୍ତ୍ରୀଙ୍କ ପୁତ୍ର ଈଶ୍ୱରଙ୍କ ପ୍ରତିଜ୍ଞା ଅନୁସାରେ ଜନ୍ମ ଲାଭ କରିଥିଲା। Viz kapitolaପବିତ୍ର ବାଇବଲ23 ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା। Viz kapitola |