ଗାଲାତୀୟ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ଵର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି। Viz kapitolaଓଡିଆ ବାଇବେଲ6 ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)6 ତୁମ୍ଭେମାନେ ଯେ ଈଶ୍ୱରଙ୍କ ପୁତ୍ର, ଏହା ପ୍ରମାଣ କରିବା ପାଇଁ, ଈଶ୍ୱର ତାଙ୍କ ପୁତ୍ରଙ୍କର ପବିତ୍ରଆତ୍ମାଙ୍କୁ ଆମ ଅନ୍ତରକୁ ପ୍ରେରଣ କରିଛନ୍ତି। ସେହି ପବିତ୍ର ଆତ୍ମା ଉଚ୍ଚ ସ୍ୱରରେ କହୁଅଛନ୍ତି, “ପିତା! ହେ ମୋର ପିତା!” Viz kapitolaପବିତ୍ର ବାଇବଲ6 ତୁମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସେହି ଆତ୍ମା “ଆବ୍ବା, ପ୍ରିୟ ପିତା” ବୋଲି ଡାକନ୍ତି। Viz kapitola |