Online Bible

- Reklamy -




ଗାଲାତୀୟ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ଡ ବହନ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ଵାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ତ ବହନ କରିବ।

Viz kapitola kopírovat

ଓଡିଆ ବାଇବେଲ

10 ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେ କେହି ହେଉ, ଆପଣାର ଦଣ୍ଡ ବହନ କରିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ସେ ଯାହାହେଉ, ଏ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ମୋର ଆସ୍ଥା ରହିଛି। ଯେହେତୁ ଆମେ ସମସ୍ତେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇଛୁ, ମୋର ଦୃଢ଼ ବିଶ୍ୱାସ, ତୁମ୍ଭେମାନେ ମୋ’ ମତର ବିରୋଧ କରିବ ନାହିଁ। ପୁଣି ଯେଉଁ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରୁଛି, ସେ ଯେ କେହି ହେଉନା କାହିଁକି, ତାକୁ ଈଶ୍ୱର ସମୁଚିତ ଦଣ୍ଡ ଦେବେ।

Viz kapitola kopírovat

ପବିତ୍ର ବାଇବଲ

10 ପ୍ରଭୁଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ଏହିଭଳି ଭିନ୍ନ ମତାମତକୁ ବିଶ୍ୱାସ କରିବ ନାହିଁ। ଯେଉଁ ଲୋକ ତୁମ୍ଭମାନଙ୍କୁ ବିଚଳିତ କରୁଛି, ସେ ଯିଏ ହେଉ ନା କାହିଁକି ଦଣ୍ଡ ପାଇବ।

Viz kapitola kopírovat




ଗାଲାତୀୟ 5:10

Následuj nás:

Reklamy


Reklamy