ଗାଲାତୀୟ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏଁ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ। Viz kapitolaଓଡିଆ ବାଇବେଲ11 କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି ? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)11 କିନ୍ତୁ ଭାଇମାନେ, ମୁଁ ଯଦି ଆଜିଯାଏ ସୁନ୍ନତର ପ୍ରୟୋଜନୀୟତା ସପକ୍ଷରେ ପ୍ରଚାର କରୁଥାଏ, ତେବେ ମୁଁ ଏବେ ମଧ୍ୟ କାହିଁକି ନିର୍ଯ୍ୟାତିତ ହେଉଛି? ଯଦି ମୁଁ ତାହା କରୁଥାଏ, ତାହାହେଲେ ସେଥି ସଙ୍ଗେ ସଙ୍ଗେ ଖ୍ରୀଷ୍ଟଙ୍କ କ୍ରୁଶ ବିଷୟରେ ପ୍ରଚାର କରିବା ଦ୍ୱାରା ମୋର କିଛି ଅସୁବିଧା ହୋଇ ନ ଥାଆନ୍ତା। Viz kapitolaପବିତ୍ର ବାଇବଲ11 ମୋ’ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହେବା ନିହାତି ଆବଶ୍ୟକ। ଯଦି ମୁଁ ଏହା ଶିଖାଇଛି, ତା'ହେଲେ ମୋତେ କାହିଁକି ତାଡ଼ନା ଆସୁଛି? ମୁଁ ଯଦି ଏହା ପ୍ରଗ୍ଭର କରିଥିଲି, ତା'ହେଲେ କ୍ରୁଶ ସମ୍ବନ୍ଧୀୟ ମୋର ଶିକ୍ଷା ଲୋକଙ୍କୁ ବ୍ୟତିବ୍ୟସ୍ତ କରି ପକାଇ ନ ଥା’ନ୍ତା। Viz kapitola |