Online Bible

- Reklamy -




ଗାଲାତୀୟ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କାରଣ ସମସ୍ତ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର।”

Viz kapitola kopírovat

ଓଡିଆ ବାଇବେଲ

14 କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, "ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।''

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 କାରଣ ଗୋଟିଏ ମାତ୍ର ଆଜ୍ଞାରେ ସମସ୍ତ ବ୍ୟବସ୍ଥାର ସାରମର୍ମ ନିହିତ ଅଛି: “ତୁମ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”

Viz kapitola kopírovat

ପବିତ୍ର ବାଇବଲ

14 ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହୋଇଛି: “ନିଜକୁ ପ୍ରେମ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ରେମ କର।”

Viz kapitola kopírovat




ଗାଲାତୀୟ 5:14

Následuj nás:

Reklamy


Reklamy