ଗାଲାତୀୟ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ଵାରା ମଧ୍ୟ ଆଚରଣ କରୁ। Viz kapitolaଓଡିଆ ବାଇବେଲ25 ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)25 ପବିତ୍ର ଆତ୍ମା ଆମ୍ଭମାନଙ୍କୁ ଜୀବନ ଦାନ କରି ଅଛନ୍ତି, ସେ ଆମ୍ଭମାନଙ୍କର ଜୀବନକୁ ମଧ୍ୟ ନିୟନ୍ତ୍ରଣ କରନ୍ତୁ। Viz kapitolaପବିତ୍ର ବାଇବଲ25 ସେହି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍। Viz kapitola |