ଗାଲାତୀୟ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ଵାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି। Viz kapitolaଓଡିଆ ବାଇବେଲ12 ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)12 ଯେଉଁମାନେ ବାହ୍ୟିକ ବିଷୟରେ ଦେଖେଇ ହୁଅନ୍ତି ଓ ବଡ଼ାଇ କରନ୍ତି, ସେମାନେ ହିଁ ତୁମ୍ଭମାନଙ୍କୁ ସୁନ୍ନତ ହେବା ନିମନ୍ତେ ବାଧ୍ୟ କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ନିମନ୍ତେ ନିର୍ଯ୍ୟାତନା ଭୋଗ ନ କରିବା ଉଦ୍ଦେଶ୍ୟରେ ସେମାନେ ଏହା କରୁଅଛନ୍ତି। Viz kapitolaପବିତ୍ର ବାଇବଲ12 କେତେକ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରୁଛନ୍ତି। ଯିହୂଦୀମାନେ ଯେପରି ସେମାନଙ୍କୁ ଗ୍ରହଣ କରି ପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସେମାନଙ୍କୁ ନିର୍ଯ୍ୟାତନା ସହିବାକୁ ହେବ, ସେଥିପାଇଁ ସେମାନେ ଭୟ କରୁଛନ୍ତି। Viz kapitola |