ଆଦି ପୁସ୍ତକ 1:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏହି ରୂପେ ପରମେଶ୍ଵର ସ୍ଵ ସ୍ଵ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ଵର ସେ ସମସ୍ତ ଉତ୍ତମ ଦେଖିଲେ। Viz kapitolaଓଡିଆ ବାଇବେଲ25 ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ। Viz kapitolaପବିତ୍ର ବାଇବଲ25 ଏହିପରି ପରମେଶ୍ୱର ବିଭିନ୍ନ ପ୍ରକାର ଜୀବିତ ପ୍ରାଣୀ ସୃଷ୍ଟି କଲେ। ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀଙ୍କୁ ସୃଷ୍ଟି କଲେ, ବିଭିନ୍ନ ପ୍ରକାରର ବୃହତ୍ ପ୍ରାଣୀ ଏବଂ ପ୍ରତ୍ୟେକ ସରୀସୃପ ପ୍ରାଣୀ ଆପଣା ଜାତି ଅନୁସାରେ ପୃଥିବୀ ଉପରେ ଗୁରୁଣ୍ଡୁ ଥିଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା। Viz kapitola |