ଆଦି ପୁସ୍ତକ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ପରମେଶ୍ଵର କହିଲେ, ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ। Viz kapitolaଓଡିଆ ବାଇବେଲ6 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” Viz kapitolaପବିତ୍ର ବାଇବଲ6 ଏହା ପରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ବୃହତ ଗମ୍ବୁଜ ଜାତ ହୋଇ ଜଳକୁ ଦୁଇଭାଗ କରୁ!” Viz kapitola |