ଆଦି ପୁସ୍ତକ 11:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅନନ୍ତର ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂକୁ ସଙ୍ଗରେ ନେଲା; ଆଉ ସେସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ। Viz kapitolaଓଡିଆ ବାଇବେଲ31 ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ। Viz kapitolaପବିତ୍ର ବାଇବଲ31 ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଙ୍ଗରେ ନେଲା। ଏବଂ ସେ ସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ବସତି ସ୍ଥାପନ କଲେ। Viz kapitola |