Online Bible

- Reklamy -




ଆଦି ପୁସ୍ତକ 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ହେତୁରୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ଭାରୀ ଭାରୀ ଉତ୍ପାତ ଘଟାଇଲେ।

Viz kapitola kopírovat

ଓଡିଆ ବାଇବେଲ

17 ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।

Viz kapitola kopírovat

ପବିତ୍ର ବାଇବଲ

17 ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ୱାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ।

Viz kapitola kopírovat




ଆଦି ପୁସ୍ତକ 12:17

Následuj nás:

Reklamy


Reklamy