ଆଦି ପୁସ୍ତକ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା। Viz kapitolaଓଡିଆ ବାଇବେଲ4 ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚୋସ୍ତରି ବର୍ଷ ହୋଇଥିଲା। Viz kapitolaପବିତ୍ର ବାଇବଲ4 ସଦାପ୍ରଭୁଙ୍କର ବାକ୍ୟାନୁସାରେ ଅବ୍ରାମ ହାରୋଣକୁ ପରିତ୍ୟାଗ କଲେ ଏବଂ ଲୋଟ ମଧ୍ୟ ତାଙ୍କ ସଙ୍ଗରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା। Viz kapitola |