ଆଦି ପୁସ୍ତକ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିଉତ୍ତାରୁ ସେ ସେହି ସ୍ଥାନ ଛାଡ଼ି ବୈଥେଲର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ଵୁ ଠିଆ କଲେ; ତହିଁର ପଶ୍ଚିମରେ ବୈଥେଲ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Viz kapitolaଓଡିଆ ବାଇବେଲ8 ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ8 ଏହା ପରେ ଅବ୍ରାମ ସେହି ସ୍ଥାନ ଛାଡ଼ି ବୈଥେଲ୍ର ପୂର୍ବଆଡ଼େ ପର୍ବତକୁ ଯାଇ ନିଜର ତମ୍ବୁ ସ୍ଥାପନ କଲେ। ସେଠାରେ ପଶ୍ଚିମରେ ବୈଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Viz kapitola |