ଆଦି ପୁସ୍ତକ 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ। Viz kapitolaଓଡିଆ ବାଇବେଲ6 ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ। Viz kapitolaପବିତ୍ର ବାଇବଲ6 ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସେମାନେ ସେଠାରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲା ନାହିଁ। Viz kapitola |