ଆଦି ପୁସ୍ତକ 14:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସର୍ବୋପରିସ୍ଥ ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ। ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ। Viz kapitolaଓଡିଆ ବାଇବେଲ20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହୁଅନ୍ତୁ ଯିଏ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ଦେଲେ।” ଏବଂ ଅବ୍ରାମ ଯୁଦ୍ଧରୁ ନେଇଥିବା ସବୁ ଦ୍ରବ୍ୟର ଏକ ଦଶମାଂଶ ତାଙ୍କୁ ଦେଲେ। Viz kapitola |