Online Bible

- Reklamy -




ଆଦି ପୁସ୍ତକ 14:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ‘ଆମ୍ଭେ ଅବ୍ରାମଙ୍କୁ ଧନବାନ କରିଅଛୁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ତିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ।

Viz kapitola kopírovat

ଓଡିଆ ବାଇବେଲ

23 ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ।

Viz kapitola kopírovat

ପବିତ୍ର ବାଇବଲ

23 ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବି ନାହିଁ। ଏପରିକି ତୁମ୍ଭ ପାଖରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ୟ ନେବି ନାହିଁ। ମୁଁ ତୁମ୍ଭକୁ କହିବାକୁ ଗ୍ଭହେଁ ନାହିଁ, ‘ମୁଁ ଅବ୍ରାମଙ୍କୁ ଧନି କରିଛି।’

Viz kapitola kopírovat




ଆଦି ପୁସ୍ତକ 14:23

Následuj nás:

Reklamy


Reklamy