ଆଦି ପୁସ୍ତକ 15:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହିଁରେ ସେ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ତ କରି ଖଣ୍ତକ ଆଗରେ ଅନ୍ୟ ଖଣ୍ତ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ତ କଲେ ନାହିଁ। Viz kapitolaଓଡିଆ ବାଇବେଲ10 ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। Viz kapitolaପବିତ୍ର ବାଇବଲ10 ସେ ସବୁକୁ ସେ ପରମେଶ୍ୱରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସେଗୁଡ଼ିକ ଦୁଇ ଧାଡ଼ିରେ ରଖି ପ୍ରତ୍ୟେକ ଅଧାର ଉପରେ ଆଉ ଅଧା ଯୁକ୍ତ ଚିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। Viz kapitola |