ଆଦି ପୁସ୍ତକ 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ। Viz kapitolaଓଡିଆ ବାଇବେଲ12 ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ। Viz kapitolaପବିତ୍ର ବାଇବଲ12 ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ। Viz kapitola |