ଆଦି ପୁସ୍ତକ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେତେବେଳେ ସେ ସଦାପ୍ରଭୁଙ୍କଠାରେ ବିଶ୍ଵାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ। Viz kapitolaଓଡିଆ ବାଇବେଲ6 ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ। Viz kapitolaପବିତ୍ର ବାଇବଲ6 ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ୱାସ କଲେ ଏବଂ ପରମେଶ୍ୱର ତାଙ୍କର ବିଶ୍ୱାସକୁ ଧାର୍ମିକତାର କାର୍ଯ୍ୟ ବୋଲି ବିବେଚନା କଲେ। Viz kapitola |