ଆଦି ପୁସ୍ତକ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ସେ ତାଙ୍କୁ କହିଲେ, ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ। Viz kapitolaଓଡିଆ ବାଇବେଲ7 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।” Viz kapitolaପବିତ୍ର ବାଇବଲ7 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।” Viz kapitola |