ଆଦି ପୁସ୍ତକ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା। Viz kapitolaଓଡିଆ ବାଇବେଲ1 ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା। Viz kapitolaପବିତ୍ର ବାଇବଲ1 ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀୟ ଦାସୀ ଥିଲା। Viz kapitola |