ଆଦି ପୁସ୍ତକ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ହେତୁରୁ ତାହା ଅଗଣ୍ୟ ହେବ। Viz kapitolaଓଡିଆ ବାଇବେଲ10 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।” Viz kapitolaପବିତ୍ର ବାଇବଲ10 ସଦାପ୍ରଭୁଙ୍କର ଦୂତ ହାଗାରକୁ ପୁଣି କହିଲେ, “ତୁମ୍ଭର ଅନେକ ବଂଶଧର ଜନ୍ମ ହେବେ। ସେମାନଙ୍କୁ ଗଣି ହେବ ନାହିଁ।” Viz kapitola |