ଆଦି ପୁସ୍ତକ 16:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ଵର, (ହେ ପରମେଶ୍ଵର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି ! Viz kapitolaଓଡିଆ ବାଇବେଲ13 ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !” Viz kapitolaପବିତ୍ର ବାଇବଲ13 ଏହା ପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, “ଯେଉଁ ପରମେଶ୍ୱର ମୋତେ ଦେଖନ୍ତି” ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, “ମୁଁ କ’ଣ ପ୍ରକୃତରେ ତାଙ୍କୁ ଏଠାରେ ଦେଖିଲି ଯିଏ ମୋତେ ଦେଖନ୍ତି?” Viz kapitola |