ଆଦି ପୁସ୍ତକ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ଵାମୀ ଅବ୍ରାମ ସହିତ ବିବାହ ଦେଲେ। Viz kapitolaଓଡିଆ ବାଇବେଲ3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ। Viz kapitolaପବିତ୍ର ବାଇବଲ3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ କଟାଇଲା ପରେ ଏହିପରି ହୋଇଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀୟ ଦାସୀ ହାଗାରକୁ ତାଙ୍କ ସ୍ୱାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳରେ ସେ ତା’ ସହିତ ସହବାସ କରି ପାରିବେ। Viz kapitola |