ଆଦି ପୁସ୍ତକ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ4 ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ4 ହାଗାର ଅବ୍ରାମଙ୍କ ଦ୍ୱାରା ଗର୍ଭବତୀ ହେଲା। ଯେତେବେଳେ ହାଗାର ଏହା ଜାଣିଲା ତା'ର ମାଲିକାଣୀଙ୍କୁ ସେ ବେଶି ସମ୍ମାନ ଦେଲା ନାହିଁ। Viz kapitola |