ଆଦି ପୁସ୍ତକ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି କେଉଁଠାକୁ ଯିବ? ତହିଁରେ ସେ କହିଲା, ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି। Viz kapitolaଓଡିଆ ବାଇବେଲ8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” Viz kapitolaପବିତ୍ର ବାଇବଲ8 ସଦାପ୍ରଭୁଙ୍କର ଦୂତ କହିଲେ, “ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?” ହାଗାର ଉତ୍ତର ଦେଲା, “ମୁଁ ମୋର ମାଲିକାଣୀ ସାରୀ ପାଖରୁ ଦୌଡ଼ି ପଳାଇ ଯାଉଛି।” Viz kapitola |