ଆଦି ପୁସ୍ତକ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ୍ ହେବ। Viz kapitolaଓଡିଆ ବାଇବେଲ10 ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ। Viz kapitolaପବିତ୍ର ବାଇବଲ10 ଏହି ଚୁକ୍ତିକୁ ତୁମ୍ଭେମାନେ ନିଶ୍ଚୟ ପାଳନ କରିବ। ଏହା ହେଉଛି ତୁମ୍ଭ ଓ ମୋ’ ମଧ୍ୟରେ ଚୁକ୍ତି ଏବଂ ଏହା ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ। ତାହା ଏହି, ପ୍ରତ୍ୟେକ ଜନ୍ମ ହେବା ପୁରୁଷକୁ ନିଶ୍ଚୟ ସୁନ୍ନତ କରାଯିବ। Viz kapitola |