Online Bible

- Reklamy -




ଆଦି ପୁସ୍ତକ 17:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି ମନେ ମନେ କହିଲେ, ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?

Viz kapitola kopírovat

ଓଡିଆ ବାଇବେଲ

17 ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?”

Viz kapitola kopírovat

ପବିତ୍ର ବାଇବଲ

17 ଅବ୍ରହାମ ମୁହଁ ତଳକୁ କରି ଭୂମିରେ ପଡ଼ିଲେ ଓ ହସିଲେ। ସେ ନିଜକୁ କହିଲେ, “କ’ଣ ଜଣେ 100 ବର୍ଷର ଲୋକ କୌଣସି ସ୍ତ୍ରୀକୁ ଗର୍ଭବତୀ କରାଇପାରିବ? କ’ଣ ସାରା ନବେ ବର୍ଷରେ ପିଲା ଧାରଣ କରି ପାରିବ?”

Viz kapitola kopírovat




ଆଦି ପୁସ୍ତକ 17:17

Následuj nás:

Reklamy


Reklamy