ଆଦି ପୁସ୍ତକ 18:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁଙ୍କ ଆଶ୍ଚର୍ଯ୍ୟ କେଉଁ କର୍ମ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେସମୟକୁ ସାରାର (କୋଳରେ) ପୁତ୍ର ଥିବ। Viz kapitolaଓଡିଆ ବାଇବେଲ14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ। Viz kapitolaପବିତ୍ର ବାଇବଲ14 ସଦାପ୍ରଭୁଙ୍କ ପାଇଁ କ’ଣ କିଛି କଷ୍ଟସାଧ୍ୟ? ନାଁ! ମୁଁ ନିଶ୍ଚିତ ଏହି ବସନ୍ତରେ ପୁନରାୟ ଏଠାକୁ ଆସିବି, ମୁଁ କହୁଛି ପୁନରାୟ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦେବ।” Viz kapitola |