ଆଦି ପୁସ୍ତକ 18:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ସାରା ଅସ୍ଵୀକାର କରି କହିଲେ, ମୁଁ ହସି ନାହିଁ; ଯେହେତୁ ସେ ଭୟ କଲେ। ମାତ୍ର ସେ କହିଲେ, ତୁମ୍ଭେ ଅବଶ୍ୟ ହସିଲ। Viz kapitolaଓଡିଆ ବାଇବେଲ15 ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।” Viz kapitolaପବିତ୍ର ବାଇବଲ15 କିନ୍ତୁ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନ ଥିଲି!” ସେହିପରି ଭୟରେ କହିଥିଲି। କିନ୍ତୁ ସଦାପ୍ରଭୁ କହିଲେ, “ମୁଁ ଜାଣେ ଏହା ସତ୍ୟ ନୁହେଁ। ତୁମ୍ଭେ ହସିଥିଲ!” Viz kapitola |