ଆଦି ପୁସ୍ତକ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନନ୍ତର ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ। Viz kapitolaଓଡିଆ ବାଇବେଲ16 ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ। Viz kapitolaପବିତ୍ର ବାଇବଲ16 ଏହା ପରେ ସେହି ତିନି ଜଣ ଯିବା ପାଇଁ ଉଠିଲେ, ସେମାନେ ସଦୋମ ଆଡ଼େ ମୁହାଁଇଲେ। ଏବଂ ସେମାନେ ସେହି ବାଟେ ଯିବାକୁ ଆରମ୍ଭ କଲେ। ଅବ୍ରହାମ ତାଙ୍କୁ ବାଟେଇ ଦେଲେ। Viz kapitola |