Online Bible

- Reklamy -




ଆଦି ପୁସ୍ତକ 18:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଅନନ୍ତର ଅବ୍ରହାମ ନିକଟକୁ ଯାଇ କହିଲେ, ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?

Viz kapitola kopírovat

ଓଡିଆ ବାଇବେଲ

23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ?

Viz kapitola kopírovat

ପବିତ୍ର ବାଇବଲ

23 ଏହା ପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, “ହେ ସଦାପ୍ରଭୁ, ଆପଣ କ’ଣ ନିରୀହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବା ପାଇଁ ଯୋଜନା କରିଅଛନ୍ତି?”

Viz kapitola kopírovat




ଆଦି ପୁସ୍ତକ 18:23

Následuj nás:

Reklamy


Reklamy