Online Bible

- Reklamy -




ଆଦି ପୁସ୍ତକ 18:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେହେଁ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।

Viz kapitola kopírovat

ଓଡିଆ ବାଇବେଲ

27 ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ

27 ଏହା ପରେ ଅବ୍ରହାମ କହିଲେ, “ସଦାପ୍ରଭୁ ଆପଣଙ୍କ ତୁଳନାରେ ମୁଁ କେବଳ ଧୂଳି ଓ ପାଉଁଶ। କିନ୍ତୁ ମୋତେ କ୍ଷମା କରନ୍ତୁ ମୁଁ ଏତେ ସାହସୀ ହୋଇ ଆଉ ଏକ ପ୍ରଶ୍ନ ପଗ୍ଭରୁଅଛି।

Viz kapitola kopírovat




ଆଦି ପୁସ୍ତକ 18:27

Následuj nás:

Reklamy


Reklamy