ଆଦି ପୁସ୍ତକ 18:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେ ତାହାଙ୍କୁ ପୁନର୍ବାର କହିଲେ, ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ। ସେ କହିଲେ, ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ। Viz kapitolaଓଡିଆ ବାଇବେଲ29 ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।” Viz kapitolaପବିତ୍ର ବାଇବଲ29 ଅବ୍ରହାମ ପୁଣି କହିଲେ, “ଆପଣ ଯଦି ସେଠାରେ ଗ୍ଭଳିଶ୍ ଜଣ ଉତ୍ତମ ଲୋକ ଦେଖନ୍ତି ତେବେ କ’ଣ ଆପଣ ନଗରଟିକୁ ଧ୍ୱଂସ କରିବେ?” ସଦାପ୍ରଭୁ ଉତ୍ତର ଦେଲେ, “ଯଦି ମୁଁ ସେଠାରେ ଗ୍ଭଳିଶ୍ ଜଣ ଧାର୍ମିକ ଲୋକ ଦେଖେ ଦେବେ ମୁଁ ସେହି ନଗରକୁ ଧ୍ୱଂସ କରିବି ନାହିଁ।” Viz kapitola |