ଆଦି ପୁସ୍ତକ 18:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ହେ ପ୍ରଭୋ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ପ୍ରଭୋ, ନିବେଦନ କରୁଅଛି, ଯେବେ ମୋʼ ପ୍ରତି ଅନୁଗ୍ରହ କରିବା ହେଲେ, ତେବେ ଏହି ଦାସର ସ୍ଥାନରୁ ଯିବେ ନାହିଁ। Viz kapitolaଓଡିଆ ବାଇବେଲ3 “ହେ ପ୍ରଭୁ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ। Viz kapitolaପବିତ୍ର ବାଇବଲ3 ଅବ୍ରହାମ କହିଲେ, “ମହାଶୟଗଣ, ଯଦି ତୁମ୍ଭେମାନେ ମୋ’ ଉପରେ ସନ୍ତୁଷ୍ଟ, ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ। Viz kapitola |