ଆଦି ପୁସ୍ତକ 18:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁନର୍ବାର ସେ କହିଲେ, ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ। ସେ କହିଲେ, ତିରିଶ ଜଣ ପାଇଲେ, ତାହା କରିବା ନାହିଁ। Viz kapitolaଓଡିଆ ବାଇବେଲ30 ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।” Viz kapitolaପବିତ୍ର ବାଇବଲ30 ଏହା ପରେ ଅବ୍ରହାମ କହିଲେ, “ହେ ସଦାପ୍ରଭୁ, ମୋ’ ପ୍ରତି କ୍ରୋଧ କରନ୍ତୁ ନାହିଁ। ଆପଣଙ୍କୁ ଏହି କଥା ପଗ୍ଭରିବାକୁ ଦିଅନ୍ତୁ। ଯଦି ତିରିଶ୍ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ କ’ଣ ସେହି ନଗର ଧ୍ୱଂସ କରିବେ?” ସଦାପ୍ରଭୁ ଉତ୍ତର ଦେଲେ, “ଯଦି ମୁଁ ତିରିଶ୍ ଜଣ ଧାର୍ମିକ ଲୋକ ପାଏ, ତେବେ ମୁଁ ସେହି ନଗର ଧ୍ୱଂସ କରିବି ନାହିଁ।” Viz kapitola |