Online Bible

- Reklamy -




ଆଦି ପୁସ୍ତକ 18:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ସେ କହିଲେ; ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ। ସେ କହିଲେ, ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

32 ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

32 ଏହା ପରେ ଅବ୍ରହାମ କହିଲେ, “ସଦାପ୍ରଭୁ ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୋତେ ଶେଷ ଥର ପାଇଁ ଅନୁମତି ମିଳୁ। ଯଦି ଆପଣ ସେଠାରେ ଦଶ ଜଣ ଉତ୍ତମ ଲୋକ ଦେଖନ୍ତି ତେବେ କ’ଣ ଆପଣ ଏପରି କରିବେ?” ସଦାପ୍ରଭୁ କହିଲେ, “ଯଦି ଦଶ ଜଣ ଉତ୍ତମ ଲୋକ ଥା’ନ୍ତି ତେବେ ସେହି ସହରକୁ ବିନଷ୍ଟ କରିବି ନାହିଁ।”

Viz kapitola kopírovat




ଆଦି ପୁସ୍ତକ 18:32

Následuj nás:

Reklamy


Reklamy