ଆଦି ପୁସ୍ତକ 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁ ଉତ୍ତାରେ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ? ସେ କହିଲେ, ଦେଖନ୍ତୁ, ସେ ତମ୍ଵୁରେ ଅଛନ୍ତି। Viz kapitolaଓଡିଆ ବାଇବେଲ9 ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।” Viz kapitolaପବିତ୍ର ବାଇବଲ9 ଏହା ପରେ ସେହି ଲୋକମାନେ ପଗ୍ଭରିଲେ, “ତୁମ୍ଭର ସ୍ତ୍ରୀ ସାରା କେଉଁଠାରେ?” ଅବ୍ରହାମ ଉତ୍ତର ଦେଲେ, “ସେ ଏହି ତମ୍ବୁରେ ଅଛି।” Viz kapitola |