ଆଦି ପୁସ୍ତକ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତଥାପି ସେ ବିଳମ୍ବ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ସକାଶୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତଥାପି ସେ ବିଳମ୍ଵ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ହେତୁରୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ। Viz kapitolaଓଡିଆ ବାଇବେଲ16 ତଥାପି ସେ ବିଳମ୍ବ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ସକାଶୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ। Viz kapitolaପବିତ୍ର ବାଇବଲ16 କିନ୍ତୁ ଲୋଟ ତାଙ୍କର ସମୟ ନେଲେ ଏବଂ ଛାଡ଼ିବାକୁ ତତ୍ପର ହେଲେ ନାହିଁ ସେ ଧିର ଥିଲେ, ତେଣୁ ସେହି ସ୍ୱର୍ଗଦୂତଗଣ ଲୋଟ, ତାଙ୍କ ସ୍ତ୍ରୀ ଏବଂ ତାଙ୍କର ଦୁଇ କନ୍ୟାଙ୍କର ହାତ ଧରି ନିରାପଦ ସ୍ଥାନକୁ ଆଗେଇ ନେଲେ। ସଦାପ୍ରଭୁ ସେମାନଙ୍କ ପ୍ରତି ସଦୟ ଥିଲେ। ତେଣୁ ସେହି ଦୁଇଜଣ ସ୍ୱର୍ଗଦୂତ ଲୋଟର ପରିବାରକୁ ନଗର ବାହାରକୁ ନେଇଗଲେ। Viz kapitola |