ଆଦି ପୁସ୍ତକ 19:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଅନନ୍ତର ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ। Viz kapitolaଓଡିଆ ବାଇବେଲ30 ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ। Viz kapitolaପବିତ୍ର ବାଇବଲ30 ଲୋଟ ସୋୟରରେ ରହିବାକୁ ଭୟ କଲେ। ତେଣୁ ସେ ଏବଂ ତାଙ୍କର କନ୍ୟା ରହିବା ପାଇଁ ପର୍ବତକୁ ପଳାଇଲେ, ସେମାନେ ସେଠାରେ ଏକ ଗୁମ୍ଫାରେ ବାସ କଲେ। Viz kapitola |