ଆଦି ପୁସ୍ତକ 19:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଲୋଟକୁ ଡାକି କହିଲେ, ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା। Viz kapitolaଓଡିଆ ବାଇବେଲ5 ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” Viz kapitolaପବିତ୍ର ବାଇବଲ5 “ଆଜି ରାତ୍ରରେ ଯେଉଁ ଦୁଇଜଣ ମନୁଷ୍ୟ ତୁମ୍ଭ ଘରକୁ ଆସିଥିଲେ ସେମାନେ କାହାନ୍ତି? ସେମାନଙ୍କୁ ବାହାରକୁ ଆଣ ଆମ୍ଭେମାନେ ତାଙ୍କ ସହିତ ଯୌନ ସମ୍ପର୍କ କରିବା।” Viz kapitola |