ଆଦି ପୁସ୍ତକ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର, Viz kapitolaପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ପରମେଶ୍ଵର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ଵଚ୍ଛନ୍ଦରେ ଭୋଜନ କରି ପାର, Viz kapitolaଓଡିଆ ବାଇବେଲ16 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, Viz kapitolaପବିତ୍ର ବାଇବଲ16 ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଏହି ନିର୍ଦ୍ଦେଶ ଦେଲେ ଏବଂ କହିଲେ, “ତୁମ୍ଭେ ଉଦ୍ୟାନର ଯେକୌଣସି ଗଛର ଫଳ ଖାଇ ପାରିବ। Viz kapitola |